‘ଫିଟ୍ ଇଣ୍ଡିଆ ସାଇକ୍ଲିଂ ଡ୍ରାଇଭ୍’କୁ ପତାକା ଦେଖାଇ ଶୁଭାରମ୍ଭ କଲେ ଡ. ମନସୁଖ ମାଣ୍ଡଭିୟ; ଭାରତର ୧୦୦୦ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ
୧୭.୧୨.୨୦୨୪: ମେଜର ଧ୍ୟାନଚାନ୍ଦ ନ୍ୟାସନାଲ ଷ୍ଟାଡିୟମରେ ଆଜି ସକାଳେ ‘ଫିଟ୍ ଇଣ୍ଡିଆ ସାଇକ୍ଲିଂ ଡ୍ରାଇଭ୍’ର ଶୁଭାରମ୍ଭ ସହ ଫିଟ୍ ଇଣ୍ଡିଆ ଅଭିଯାନ ଏକ ସୁସ୍ଥ ଓ ସବୁଜ ଭାରତ ଦିଗରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିଛି। କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ, ମାନ୍ୟବର ସାଂସଦ ଶ୍ରୀ ତେଜସ୍ୱୀ ସୂର୍ଯ୍ୟଙ୍କ ସମେତ ପ୍ୟାରିସ୍ ପାରାଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା, ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ସ୍ୱର୍ଣ୍ଣ ପଦକ ବିଜେତା ସିମରନ ଶର୍ମାଙ୍କ ସମେତନିତୁ […]










