ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ ରେ ଭୁବନେଶ୍ବର ହାଇ ଆର୍ଲଟ
ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଧମକ ମିଳିବା ପରେ ଓଡିଶା ପୁଲିସ ହାଇ ଆର୍ଲଟରେ ରହିଛି। ଏନେଇ କମିଶନରେଟ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ। ସେହିପରି ପୁଲିସ କମିସନର ସୁରେଶ ଦେବଦତ୍ତ ପ୍ରେସମିଟ୍ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ […]


