ନାବାଳିକା ବିବାହ ନେଇ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ଥାନାରେ ମାମଲା
ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଅଞ୍ଚଳରେ ଜଣେ ନାବାଳିକାର ବିବାହ ହୋଇଥିବା ସହ ସେ ୩ ମାସର ଅନ୍ତଃସ୍ଵତ୍ତା ଥିବା ଜଣାପଡିବା ପରେ ଗଞ୍ଜାମ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଚିକିଟି ସିଡିପିଓଙ୍କ ଅଭିଯୋଗକୁ ଭିତ୍ତି କରି ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଗତ ଜୁଲାଇ ମାସରେ ସୁମାଣ୍ଡିର ଜଣେ ୧୪ ବର୍ଷିଆ ନାବାଳିକାକୁ ସୋରଳର ଜଣେ […]

