ଯିଏ ସାଜିଥିଲା ସାହାରା ଆଜି ତା ପରିବାର ବେସାହାରା
କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ ବନ୍ୟାର କରାଳ ରୂପ ଲୋକଙ୍କ ଜୀବନକୁ ଦୁର୍ବିଷହ କରିଦେଇଛି । ବନ୍ୟାର କରାଳ ରୂପ ଯୋଗୁଁ ନଦୀକୂଳିଆ ଅଞ୍ଚଳର ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଳି ଧୋୟା ଅଞ୍ଚଳରେ ଏବେ ବି ପ୍ରାୟ ୫ ଫୁଟ୍ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଅନେକ ଗାଁ ଜଳବନ୍ଦୀ ହୋଇଥିବା ବେଳେ ଲୋକଙ୍କ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ଲୋକଙ୍କୁ […]


