ଜାତୀୟ

ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ

ଜଷ୍ଟିସ ସୂର୍ଯ୍ୟକାନ୍ତ ଭାରତର ନୂତନ ପ୍ରଧାନ ବିଚାରପତି ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର (୨୪ ନଭେମ୍ବର, ୨୦୨୫) ତାଙ୍କୁ CJI ଭାବରେ ଶପଥ ପାଠ କରାଇଥିଲେ। ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ଲୋକସଭା ବାଚସ୍ପତି ଓମ୍ ବିର୍ଲା, ବିଜେପି ସଭାପତି ଜେ.ପି. ନଡ୍ଡା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଉପସ୍ଥିତିରେ ସେ CJI ଭାବରେ ଶପଥ […]