ଶୀତ ଦିନେ ନିଶ୍ଚୟ ଖାଦ୍ୟରେ ସାମିଲ କରନ୍ତୁ ମେଥି ଶାଗ, ମିଳିବ ଅନେକ ରୋଗରୁ ଉପଶମ
ଶୀତ ଋତୁରେ ବଜାରରେ ସବୁଜ ପନିପରିବା ସହ ନାନା ରକମର ଶାଗ ମିଳିଥାଏ । ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଏହା ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭରି ରହିଥାଏ । ମେଥି ଶାଗରେ ପୋଟାସିୟମ, କ୍ୟାଲସିୟମ, ଲୌହ, ସେଲେନିୟମ, ମାଙ୍ଗାନିଜ, ପ୍ରୋଟିନ୍, ଫାଇବର୍, ଭିଟାମିନ୍ ସି’, ନିୟାସିନ୍, ଆଇରନ୍, ଫଲିକ୍ ଏସିଡ୍, ମ୍ୟାଗ୍ନେସିୟମ, କପର୍ ପ୍ରଚୁର ପରିମାଣରେ ରହିଛି । ଏସବୁ ପୋଷକ ତତ୍ତ୍ୱ ଆମ […]

