ମୁଖ୍ୟ ଖବର ରାଜ୍ୟ ସିନେମା

ଆରପାରିରେ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଓଡ଼ିଆ ସଙ୍ଗୀତ ଜଗତରେ ଖେଳି ଯାଇଛି ଏକ ଦୁଃଖଦ ଖବର । ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ୮୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ମାଝିରେ, ନିଝୁମ ରାତି ଆଦି ଅନେକ ଲୋକପ୍ରିୟ ଗୀତ ତାଙ୍କ କଣ୍ଠରେ […]